ଯାତ୍ରା ପୁସ୍ତକ 14:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ଵାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେହେଁ ଅବଶିଷ୍ଟ ରହିଲା ନାହିଁ। Viz kapitolaଓଡିଆ ବାଇବେଲ28 ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ। Viz kapitolaପବିତ୍ର ବାଇବଲ28 ସମୁଦ୍ର ତା'ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡ଼ିକ, ଅଶ୍ୱାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଉଥିବା ଫାରୋଙ୍କର ସମଗ୍ର ସୈନ୍ୟବାହିନୀ ସମୁଦ୍ରରେ ବୁଡ଼ିଗଲେ। କେହି ଜଣେ ହେଲେବି ସୈନ୍ୟ ବଞ୍ଚିଲେ ନାହିଁ। Viz kapitola |