ଯାତ୍ରା ପୁସ୍ତକ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି। Viz kapitolaଓଡିଆ ବାଇବେଲ3 ତହିଁରେ ଫାରୋ ଇସ୍ରାଏଲ ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି। Viz kapitolaପବିତ୍ର ବାଇବଲ3 ତହିଁରେ ଫାରୋ ଭାବିବେ ଯେ, ଇସ୍ରାଏଲର ଲୋକମାନେ ମରୁଭୂମି ମଧ୍ୟରେ ବାଟବଣା ହୋଇଅଛନ୍ତି। Viz kapitola |