ଯାତ୍ରା ପୁସ୍ତକ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହୁଁ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ଵ ଓ ରଥ ଓ ଅଶ୍ଵାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ9 ତହୁଁ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ9 ମିଶରୀୟମାନେ ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ତାଙ୍କର ରଥାରୋହୀ ଏବଂ ତାଙ୍କର ସୈନ୍ୟ ସେମାନଙ୍କୁ ଗୋଡ଼ାଇଲେ ଏବଂ ସମୁଦ୍ର ପାଖରେ ବାଲ-ସଫୋନ ଆଡ଼କୁ ମୁଖ କରିଥିବା ପୀହହୀରୋତ ଛାଉଣି ନିକଟରେ ଭେଟିଲେ। Viz kapitola |