ଯାତ୍ରା ପୁସ୍ତକ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ଵର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ଵର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା। Viz kapitolaଓଡିଆ ବାଇବେଲ2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା। Viz kapitolaପବିତ୍ର ବାଇବଲ2 ସଦାପ୍ରଭୁ ହେଉଛନ୍ତି ମୋର ଶକ୍ତି। ସେ ମୋତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମୋର ପରମେଶ୍ୱର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମୋର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଏବଂ ମୁଁ ତାଙ୍କର ସମ୍ମାନ କରିବି। Viz kapitola |