ଯାତ୍ରା ପୁସ୍ତକ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ27 ଏହା ପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠାରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସେଠାରେ ପାଣି ପାଖରେ ଛାଉଣି ସ୍ଥାପନ କଲେ। Viz kapitola |