ଯାତ୍ରା ପୁସ୍ତକ 16:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପର କହିଲେ, ଏ କଅଣ? (ମାନ୍-ହୁ?); ଯେହେତୁ ତାହା କଅଣ, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ। Viz kapitolaଓଡିଆ ବାଇବେଲ15 ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ ?” ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।” Viz kapitolaପବିତ୍ର ବାଇବଲ15 ଇସ୍ରାଏଲର ଲୋକମାନେ ଏହାକୁ ଦେଖି କଥାବାର୍ତ୍ତା ହେଲେ। “ଏଗୁଡ଼ିକ କ’ଣ?” ସେମାନେ ଏପରି କହିଲେ କାରଣ ସେମାନେ ଜାଣି ନ ଥିଲେ ଏଗୁଡ଼ିକ କ’ଣ ଥିଲା। ତେଣୁ ସେମାନେ ମୋଶାଙ୍କୁ ପଗ୍ଭରିଲେ, ତେଣୁ ମୋଶା ସେମାନଙ୍କୁ କହିଲେ, “ଏଗୁଡ଼ିକ ଖାଦ୍ୟ, ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କର ଦାନ। Viz kapitola |