ଯାତ୍ରା ପୁସ୍ତକ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ18 ଏହା ପରେ ସେମାନେ ତାଙ୍କର ପରିବାରରେ ଖାଦ୍ୟ ବଣ୍ଟନ କଲେ। ଏଥିରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲା ନାହିଁ। Viz kapitola |