Online Bible

- Reklamy -




ଯାତ୍ରା ପୁସ୍ତକ 16:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ବେଳେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।

Viz kapitola kopírovat

ଓଡିଆ ବାଇବେଲ

32 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।”

Viz kapitola kopírovat

ପବିତ୍ର ବାଇବଲ

32 ଏହା ପରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଛନ୍ତି, ‘ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେମନ୍ତ ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି। ଏଣୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।”’

Viz kapitola kopírovat




ଯାତ୍ରା ପୁସ୍ତକ 16:32

Následuj nás:

Reklamy


Reklamy