ଯାତ୍ରା ପୁସ୍ତକ 16:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ। Viz kapitolaଓଡିଆ ବାଇବେଲ34 ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ। Viz kapitolaପବିତ୍ର ବାଇବଲ34 ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିବା ଅନୁସାରେ ହାରୋଣ ଏହାକୁ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ। Viz kapitola |