ଯାତ୍ରା ପୁସ୍ତକ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ। Viz kapitolaଓଡିଆ ବାଇବେଲ4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।” Viz kapitolaପବିତ୍ର ବାଇବଲ4 ତେଣୁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଓ କହିଲେ, “ମୁଁ ଏହି ଲୋକମାନଙ୍କ ପାଇଁ କ’ଣ କରିବି? ସେମାନେ ମୋତେ ପଥର ମାରି ହତ୍ୟା କରିବାକୁ ପ୍ରସ୍ତୁତ।” Viz kapitola |