ଯାତ୍ରା ପୁସ୍ତକ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ପରମେଶ୍ଵର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ବିଶେଷରେ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ଵଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ। Viz kapitolaପବିତ୍ର ବାଇବଲ1 ମିଦିୟନୀୟମାନଙ୍କର ଯାଜକ ଯିଥ୍ରୋ, ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ଶୁଣିବାକୁ ପାଇଲେ, ସଦାପ୍ରଭୁ ବିଭିନ୍ନ ପ୍ରକାରେ ମୋଶା ଏବଂ ତାଙ୍କର ଇସ୍ରାଏଲୀୟ ଲୋକମାନଙ୍କୁ ସାହାଯ୍ୟ କରିଛନ୍ତି। ଏବଂ ଯିଥ୍ରୋ ଶୁଣିବାକୁ ପାଇଲେ, ସଦାପ୍ରଭୁ ମିଶରରୁ ଇସ୍ରାଏଲୀୟମାନଙ୍କୁ ବାହାର କରି ଆଣିଛନ୍ତି। Viz kapitola |