Online Bible

- Reklamy -




ଯାତ୍ରା ପୁସ୍ତକ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।)

Viz kapitola kopírovat

ଓଡିଆ ବାଇବେଲ

11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)

Viz kapitola kopírovat

ପବିତ୍ର ବାଇବଲ

11 ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍। ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!”

Viz kapitola kopírovat




ଯାତ୍ରା ପୁସ୍ତକ 18:11

Následuj nás:

Reklamy


Reklamy