ଯାତ୍ରା ପୁସ୍ତକ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଓ ସେମାନଙ୍କର କୌଣସି ବିବାଦହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି ପରମେଶ୍ଵରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ। Viz kapitolaଓଡିଆ ବାଇବେଲ16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।” Viz kapitolaପବିତ୍ର ବାଇବଲ16 ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଗ୍ଭର କରେ। ସେମାନଙ୍କୁ ପରମେଶ୍ୱରଙ୍କର ବିଧି ଓ ବ୍ୟବସ୍ଥା ସବୁ ଶିକ୍ଷା ଦିଏ।” Viz kapitola |