ଯାତ୍ରା ପୁସ୍ତକ 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ସଦାପ୍ରଭୁ ଇସ୍ରାଏଲ ଲାଗି ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତା; ମୋଶା ଆପଣା ଶ୍ଵଶୁରଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ ତାଙ୍କର ଇସ୍ରାଏଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସେହି ସମସ୍ତ ବିଷୟ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ। ମୋଶା ମଧ୍ୟ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧରେ ଇସ୍ରାଏଲ ନିମନ୍ତେ ଯାହା କରିଥିଲେ, ସେମାନେ ରାସ୍ତାରେ ସମ୍ମୁଖୀନ ହୋଇଥିବା କଠିନତା ବିଷୟ କହିଲେ। ଏବଂ କିପରି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିଛନ୍ତି ତାହା ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ। Viz kapitola |