ଯାତ୍ରା ପୁସ୍ତକ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ। Viz kapitolaଓଡିଆ ବାଇବେଲ12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ। Viz kapitolaପବିତ୍ର ବାଇବଲ12 କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂରେଇ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସେହି ସୀମାକୁ ଯେପରି କେହି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ୟ ହେଉ ଯିଏ ପର୍ବତ ସ୍ପର୍ଶ କରିବ ସେ ମରିବ। Viz kapitola |