ଯାତ୍ରା ପୁସ୍ତକ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ମୋଶା ପରମେଶ୍ଵରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣକୁ ଏହା ଜଣାଅ। Viz kapitolaଓଡିଆ ବାଇବେଲ3 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।” Viz kapitolaପବିତ୍ର ବାଇବଲ3 ଏହା ପରେ ମୋଶା ଉପରକୁ ଚଢ଼ି ପରମେଶ୍ୱରଙ୍କ ନିକଟକୁ ଗଲେ। ପରମେଶ୍ୱର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ କହିଲେ, “ଏହି ସୂଚନା ଯାକୁବର ପରିବାର ଇସ୍ରାଏଲୀୟମାନଙ୍କୁ ଦିଅ। Viz kapitola |