ଯାତ୍ରା ପୁସ୍ତକ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀକି ପ୍ରହାର କରୁଥିବାର ଦେଖିଲେ। Viz kapitolaଓଡିଆ ବାଇବେଲ11 କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ11 ମୋଶା ବଡ଼ ହେଲେ। ସେ ତାଙ୍କର ନିଜର ଲୋକମାନଙ୍କୁ ଭେଟିଲେ ଏବଂ ଦେଖିଲେ, ଏବ୍ରୀୟ ଲୋକମାନଙ୍କୁ କଠିନ ପରିଶ୍ରମ କରିବା ପାଇଁ ବାଧ୍ୟ କରାଯାଉଅଛି। ଦିନେ ମୋଶା ଦେଖିଲେ ଜଣେ ମିଶରୀୟ ଲୋକ ଜଣେ ଏବ୍ରୀୟ ଲୋକକୁ ପ୍ରହାର କରୁଥିଲା। Viz kapitola |