ଯାତ୍ରା ପୁସ୍ତକ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ? Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ ?” Viz kapitolaପବିତ୍ର ବାଇବଲ18 ଏହା ପରେ ସେମାନେ ତାଙ୍କର ପିତା ରୂୟେଲଙ୍କ ନିକଟକୁ ଫେରିଗଲେ। ସେମାନଙ୍କର ପିତା ତାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଆଜି ଏତେ ଶୀଘ୍ର କିପରି ଫେରି ଆସିଲ?” Viz kapitola |