ଯାତ୍ରା ପୁସ୍ତକ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକି ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକି ପଠାଇଲା। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ। Viz kapitolaପବିତ୍ର ବାଇବଲ5 ଠିକ୍ ତା'ପରେ ଫାରୋଙ୍କର କନ୍ୟା ନଦୀକୁ ଗାଧୋଇବାକୁ ଗଲେ। ସେ ସେହି ନଳବନ ମଧ୍ୟରେ ଟୋକେଇଟିକୁ ପାଇଲେ। ତାଙ୍କର ଗ୍ଭକରାଣୀମାନେ ସେହି ନଦୀ କୂଳରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସେହି ପେଡ଼ିଟିକୁ ଆଣିବା ପାଇଁ କହିଲେ। Viz kapitola |