ଯାତ୍ରା ପୁସ୍ତକ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକ କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, ଏଇଟି ଏବ୍ରୀୟ ବାଳକ। Viz kapitolaଓଡିଆ ବାଇବେଲ6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।” Viz kapitolaପବିତ୍ର ବାଇବଲ6 ରାଜାଙ୍କର କନ୍ୟା ଯେତେବେଳେ ସେହି ଟୋକେଇଟିକୁ ଖୋଲି ସେହି ଶିଶୁ ପୁତ୍ରକୁ ଦେଖିଲେ। ସେହି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା’ ପାଇଁ ବହୁତ ଦୁଃଖ କଲେ। ସେ କହିଲେ, “ଏହି ପିଲାଟି ଏବ୍ରୀୟ ମଧ୍ୟରୁ ଜଣକର ଅଟେ।” Viz kapitola |