ଯାତ୍ରା ପୁସ୍ତକ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେବେ ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ। ହିଂସାତ୍ମକ କାର୍ଯ୍ୟ ସଂକ୍ରା; ବ୍ୟବସ୍ଥା Viz kapitolaଓଡିଆ ବାଇବେଲ11 ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନା ମୂଲ୍ୟରେ ମୁକ୍ତ ହୋଇଯିବ। Viz kapitolaପବିତ୍ର ବାଇବଲ11 ସେହି ଲୋକ ଏହିସବୁ କର୍ତ୍ତବ୍ୟ ସମ୍ପାଦନ କରିବା ଉଚିତ୍। ଯଦି ଏଥିରେ ସେ ତୃଟି କରେ ତେବେ ସେହି ସ୍ତ୍ରୀ ଜଣକ ନିଜେ ବିନାମୂଲ୍ୟରେ ମୁକ୍ତ ହୋଇଯିବ। Viz kapitola |