ଯାତ୍ରା ପୁସ୍ତକ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେବେ କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ଵରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ଵାରା ତାହାର ମୃତ୍ୟୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା। Viz kapitolaଓଡିଆ ବାଇବେଲ13 ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା। Viz kapitolaପବିତ୍ର ବାଇବଲ13 ଯଦି ସେ ତାକୁ ହତ୍ୟା କରିବାକୁ ଗ୍ଭହୁଁ ନ ଥିଲା କିନ୍ତୁ ପରମେଶ୍ୱର ତାକୁ ସମର୍ପଣ କଲେ, ସେ ଯେଉଁଠାକୁ ଗଲେ ସେମାନେ ତାକୁ ଉପଯୁକ୍ତ ଜାଗା ଦେବେ। Viz kapitola |