ଯାତ୍ରା ପୁସ୍ତକ 21:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ଯେବେ କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକି ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ତ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ। Viz kapitolaଓଡିଆ ବାଇବେଲ14 ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ। Viz kapitolaପବିତ୍ର ବାଇବଲ14 କିନ୍ତୁ ଯଦି ଜଣେ ବ୍ୟକ୍ତି ଇଚ୍ଛା କରି କିମ୍ବା ରାଗରେ ଅନ୍ୟଜଣକୁ ହତ୍ୟା କରେ, ତେବେ ହତ୍ୟାକାରୀ ନିଶ୍ଚିତ ମୃତ୍ୟୁଦଣ୍ଡ ପାଇବ। ତାକୁ ମୋର ଯଜ୍ଞବେଦି ପାଖରୁ ନେଇଯାଅ ଓ ହତ୍ୟା କର। Viz kapitola |