ଯାତ୍ରା ପୁସ୍ତକ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ କେହି ମନୁଷ୍ୟକୁ ଚୋରି କରି ଯେବେ ବିକ୍ରୟ କରେ, ଅବା ସେ ଯେବେ ତାହାର ଅଧିକାରରେ ପ୍ରାପ୍ତ ହୁଏ,, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ। Viz kapitolaଓଡିଆ ବାଇବେଲ16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ16 “ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଅପହରଣ କରି ବିକ୍ରୟ କରେ କିମ୍ବା ଦାସ ଭାବରେ ରଖେ, ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। Viz kapitola |