ଯାତ୍ରା ପୁସ୍ତକ 21:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ଵାମୀକି ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ସେ ଯେବେ କୌଣସି ପୁରୁଷ କି ସ୍ତ୍ରୀକି ମାରି ପକାଏ, ତେବେ ସେହି ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ; ପୁଣି ତାହାର ସ୍ଵାମୀର ମଧ୍ୟ ପ୍ରାଣଦଣ୍ତ ହେବ। Viz kapitolaଓଡିଆ ବାଇବେଲ29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ29 ଯଦି ଆଗରୁ ପ୍ରମାଣ ଥାଏ ଯେ ସେହି ବଳଦ ଆଗରୁ କାହାରିକୁ ମାରିଛି, କିନ୍ତୁ ତା'ର ମୁନିବ ତାକୁ ବାନ୍ଧି ରଖି ନାହିଁ, ଯଦି ସେ କାହାରିକୁ ହତ୍ୟା କରେ ତେବେ ତା'ର ମୁନିବକୁ ମଧ୍ୟ ହତ୍ୟା କରାଯିବ। Viz kapitola |