ଯାତ୍ରା ପୁସ୍ତକ 21:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ। Viz kapitolaଓଡିଆ ବାଇବେଲ30 ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ। Viz kapitolaପବିତ୍ର ବାଇବଲ30 ଯଦି ବିଗ୍ଭରକର୍ତ୍ତାଙ୍କ ନିଷ୍ପତ୍ତି ଅନୁସାରେ ସେ ଅର୍ଥ ପୈଠ କରେ ଏବଂ ମୃତ ଲୋକର କେହି ଆତ୍ମୀୟ ସେହି ଅର୍ଥକୁ ଗ୍ରହଣ କରେ ତେବେ ଆଉ ତାକୁ ମୃତ୍ୟୁ ଦଣ୍ଡ ଦିଆଯିବ ନାହିଁ। Viz kapitola |