ଯାତ୍ରା ପୁସ୍ତକ 21:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 କାହାର ଗୋରୁ ଯେବେ କାହାର ଦାସ କି ଦାସୀକି ବିନ୍ଧେ, ତେବେ ସେ ତାହାର ପ୍ରଭୁକୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ। Viz kapitolaଓଡିଆ ବାଇବେଲ32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ। Viz kapitolaପବିତ୍ର ବାଇବଲ32 କିନ୍ତୁ ଯଦି ବଳଦ ଯେବେ କାହାର ଦାସ କି ଦାସୀକୁ ଆଘାତ କରେ, ତେବେ ସେ ତା'ର ପ୍ରଭୁକୁ ତିରିଶ୍ ଶେକଲ ରୂପା ଦେବ। ଆଉ ବଳଦକୁ ପ୍ରସ୍ତର ଦ୍ୱାରା ହତ୍ୟା କରାଯିବ। Viz kapitola |