Online Bible

- Reklamy -




ଯାତ୍ରା ପୁସ୍ତକ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯେବେ ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।

Viz kapitola kopírovat

ଓଡିଆ ବାଇବେଲ

4 ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।

Viz kapitola kopírovat

ପବିତ୍ର ବାଇବଲ

4 ଯଦି ତା'ର ମୁନିବ ତାକୁ ବିବାହ କରି ଦେଇଥାଏ, ଯଦି ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟା ଜନ୍ମ ହୋଇଥାଏ, ତେବେ ତା'ର ସ୍ତ୍ରୀ ଓ ପୁତ୍ରକନ୍ୟା ଉପରେ ଅଧିକାର ରହିବ। ଏବଂ ଛଅ ବର୍ଷପରେ ତାକୁ ମୁକ୍ତ କରାଯିବ।

Viz kapitola kopírovat




ଯାତ୍ରା ପୁସ୍ତକ 21:4

Následuj nás:

Reklamy


Reklamy