ଯାତ୍ରା ପୁସ୍ତକ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେ କେହି ପଶୁ ସହିତ ଶୃଙ୍ଗାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ। Viz kapitolaଓଡିଆ ବାଇବେଲ19 ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ19 “କୌଣସି ଲୋକକୁ ପଶୁ ସହିତ ଯୌନ ସମ୍ପର୍କ ରଖିବାକୁ ଦେବ ନାହିଁ। ଯଦି ଏପରି କେହି କରେ, ତେବେ ତାକୁ ମୃତ୍ୟୁ ଦଣ୍ଡ ଦେବ। Viz kapitola |