ଯାତ୍ରା ପୁସ୍ତକ 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitolaଓଡିଆ ବାଇବେଲ21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitolaପବିତ୍ର ବାଇବଲ21 “ମନେରଖ, ଅତୀତରେ ତୁମ୍ଭେମାନେ ମିଶରରେ ବିଦେଶୀ ରୂପେ ଥିଲ। ତେଣୁ ତୁମ୍ଭ ଦେଶରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ। Viz kapitola |