ଯାତ୍ରା ପୁସ୍ତକ 22:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ଵାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ। Viz kapitolaଓଡିଆ ବାଇବେଲ31 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ। Viz kapitolaପବିତ୍ର ବାଇବଲ31 “ତୁମ୍ଭେମାନେ ମୋର ବିଶେଷ ଲୋକ। ତେଣୁ ତୁମ୍ଭେ କୌଣସି ପଶୁମାନଙ୍କ ଦ୍ୱାରା ମରିଥିବା ପଶୁକୁ ଖାଇବ ନାହିଁ। କୁକୁରମାନଙ୍କୁ ତା'ର ମାଂସ ଖାଇବାକୁ ଦେବ। Viz kapitola |