ଯାତ୍ରା ପୁସ୍ତକ 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ କେହି ଯେବେ ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯେବେ ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ। Viz kapitolaଓଡିଆ ବାଇବେଲ5 ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ। Viz kapitolaପବିତ୍ର ବାଇବଲ5 “ଯଦି କୌଣସି ବ୍ୟକ୍ତି ଅନ୍ୟ ଜଣେ ଲୋକର ଦ୍ରାକ୍ଷାକ୍ଷେତ୍ରରେ ପଶୁ ଚରାଏ ତେବେ ସେ ଲୋକ ତା'ର ଉତ୍ତମ କ୍ଷେତର ଫସଲ ଉକ୍ତ ଲୋକକୁ ଦେବ। Viz kapitola |