ଯାତ୍ରା ପୁସ୍ତକ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ଵାସ ପାଇବେ। Viz kapitolaଓଡିଆ ବାଇବେଲ12 ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ। Viz kapitolaପବିତ୍ର ବାଇବଲ12 “ଛଅ ଦିନ ଧରି କାର୍ଯ୍ୟ କର ଏବଂ ସପ୍ତମ ଦିନରେ ବିଶ୍ରାମ କର। ଏପରି ମଧ୍ୟ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ୟ ଏପରି କରିବ। ସେମାନଙ୍କ ପାଇଁ ସପ୍ତମ ଦିନଟି ବିଶ୍ରାମ ଦେବ। Viz kapitola |