ଯାତ୍ରା ପୁସ୍ତକ 23:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯେବେ ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ଵରୂପ ହେବ। Viz kapitolaଓଡିଆ ବାଇବେଲ33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Viz kapitolaପବିତ୍ର ବାଇବଲ33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ। ସେମାନେ ବାସ କଲେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ। ତୁମ୍ଭେ ଯେବେ ସେମାନଙ୍କ ଦେବତାଗଣଙ୍କୁ ପୂଜା କର, ତେବେ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।” Viz kapitola |