ଯାତ୍ରା ପୁସ୍ତକ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ଆପଣା ବୈରୀର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖିଲେ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ। Viz kapitolaଓଡିଆ ବାଇବେଲ5 ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ। Viz kapitolaପବିତ୍ର ବାଇବଲ5 “ତୁମ୍ଭେ ଆପଣା ଶତ୍ରୁର ଗଧକୁ ଭାରତଳେ ପଡ଼ିଥିବାର ଦେଖିବ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ। ତୁମ୍ଭେ ଅବଶ୍ୟ ତା’ ସଙ୍ଗରେ ତାକୁ ମୁକ୍ତ କରିବ। Viz kapitola |