ଯାତ୍ରା ପୁସ୍ତକ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେ ମୋଶାଙ୍କୁ କହିଲେ, ତୁମ୍ଭେ ଓ ହାରୋଣ ଓ ନାଦବ୍ ଓ ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର। Viz kapitolaପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ। Viz kapitola |