ଯାତ୍ରା ପୁସ୍ତକ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ। Viz kapitolaଓଡିଆ ବାଇବେଲ2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।” Viz kapitolaପବିତ୍ର ବାଇବଲ2 କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।” Viz kapitola |