ଯାତ୍ରା ପୁସ୍ତକ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ଶାସନ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ଵରରେ ଉତ୍ତର କଲେ, ସଦାପ୍ରଭୁ ଯେସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା। Viz kapitolaଓଡିଆ ବାଇବେଲ3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକ ସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁ ସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।” Viz kapitolaପବିତ୍ର ବାଇବଲ3 ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।” Viz kapitola |