ଯାତ୍ରା ପୁସ୍ତକ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ଵନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି। Viz kapitolaଓଡିଆ ବାଇବେଲ8 ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।” Viz kapitolaପବିତ୍ର ବାଇବଲ8 ଏହା ପରେ ମୋଶା ସେହି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, “ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହୋଇଥିବା ନିୟମର ରକ୍ତ।” Viz kapitola |