Online Bible

- Reklamy -




ଯାତ୍ରା ପୁସ୍ତକ 25:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଅର୍ଥାତ୍, ତହିଁର ଏକ ପାର୍ଶ୍ଵରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ଵରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ଵରୁ ଛଅ ଶାଖା ନିର୍ଗତ ହେବ।

Viz kapitola kopírovat

ଓଡିଆ ବାଇବେଲ

32 ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।

Viz kapitola kopírovat

ପବିତ୍ର ବାଇବଲ

32 “ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହେବ। ଏହାର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା ବାହାରିବ।

Viz kapitola kopírovat




ଯାତ୍ରା ପୁସ୍ତକ 25:32

Následuj nás:

Reklamy


Reklamy