ଯାତ୍ରା ପୁସ୍ତକ 25:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, କଳିକା ଓ ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ଵର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ। Viz kapitolaଓଡିଆ ବାଇବେଲ36 ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ। Viz kapitolaପବିତ୍ର ବାଇବଲ36 ସେ ଦୀପଶାଖାଟି ସମ୍ପୂର୍ଣ୍ଣଭାବେ ଶୁଦ୍ଧ ସୁବର୍ଣ୍ଣରେ ନିର୍ମିତ ହେବ। ଏହି ସମସ୍ତ ସୁବର୍ଣ୍ଣ କାର୍ଯ୍ୟ ପିଟା ସୁବର୍ଣ୍ଣରେ ହେବ। ଏବଂ ଏହା ଯୋଡ଼ାଯାଇ ଗୋଟିଏ ଖଣ୍ଡ କରା ହେବ। Viz kapitola |