ଯାତ୍ରା ପୁସ୍ତକ 26:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ଵାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂରଣବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ। Viz kapitolaଓଡିଆ ବାଇବେଲ1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପୀତ କିରୂବମାନଙ୍କର ଆକୃତି ରହିବ। Viz kapitolaପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ପବିତ୍ର ତମ୍ବୁଟି ମୋଟା ନାଇଲନ ସୂତାର ଦଶ ଗୋଟି କପଡ଼ାରେ ନିର୍ମିତ ହେବ। ସେହି କପଡ଼ା ସବୁ ନୀଳ, ବାଇଗଣୀ ଓ ଲାଲ ସୂତାରେ ନିର୍ମିତ ହେବ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲେଇ କରାଯିବ। Viz kapitola |