ଯାତ୍ରା ପୁସ୍ତକ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ। Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ15 “ପବିତ୍ର ତମ୍ବୁର ତକ୍ତା ଶିଟୀମ୍ କାଠରେ ତିଆରି ହେବା ଉଚିତ୍। Viz kapitola |