ଯାତ୍ରା ପୁସ୍ତକ 26:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ତହିଁ ତଳେ ଯୋଡ଼ ହେବ ଓ ସେହି ରୂପେ ତହିଁ ମୁଣ୍ତରେ ପ୍ରଥମ କଡ଼ା ନିକଟରେ ଯୋଡ଼ା ହେବ; ଏହିରୂପେ ଦୁଇରେ ହେବ; ତାହାସବୁ ଦୁଇ କୋଣ ନିମନ୍ତେ ହେବ। Viz kapitolaଓଡିଆ ବାଇବେଲ24 ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ। Viz kapitolaପବିତ୍ର ବାଇବଲ24 ତହିଁ ତଳେ ଯୋଡ଼ ହେବ ଓ ସେହିପରି ତହିଁ ମୁଣ୍ଡରେ ପ୍ରଥମ କଡ଼ା ନିକଟରେ ଯୋଡ଼ ହେବ, ଏହିପରି ଦୁଇଥର ହେବ। ତାହା ସବୁ ଦୁଇ କୋଣ ନିମନ୍ତେ ହେବ। Viz kapitola |