ଯାତ୍ରା ପୁସ୍ତକ 26:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ଵର୍ଣ୍ଣର ଆଙ୍କଡ଼ାସବୁ ବସାଇବ। Viz kapitolaଓଡିଆ ବାଇବେଲ32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ। Viz kapitolaପବିତ୍ର ବାଇବଲ32 ତୁମ୍ଭେ ସେହି ପରଦାକୁ ଶିଟୀମ୍ କାଠର ଗ୍ଭରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସେଗୁଡ଼ିକୁ ସୁବର୍ଣ୍ଣରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କଡ଼ା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ୟବହାର କର। Viz kapitola |