ଯାତ୍ରା ପୁସ୍ତକ 26:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେହି ଆଚ୍ଛାଦନବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ଵର୍ଣ୍ଣ ମଡ଼ାଇବ, ପୁଣି ସ୍ଵର୍ଣ୍ଣରେ ତହିଁର ଆଙ୍କଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ। Viz kapitolaଓଡିଆ ବାଇବେଲ37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ। Viz kapitolaପବିତ୍ର ବାଇବଲ37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡ଼ାଇବ। ପୁଣି ସୁବର୍ଣ୍ଣରେ ତହିଁର ଆଙ୍କଡ଼ା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।” Viz kapitola |