Online Bible

- Reklamy -




ଯାତ୍ରା ପୁସ୍ତକ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ; ସେହି ଦୁଇ ଘୁଣ୍ତିଘରା-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।

Viz kapitola kopírovat

ଓଡିଆ ବାଇବେଲ

5 ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।

Viz kapitola kopírovat

ପବିତ୍ର ବାଇବଲ

5 ପ୍ରଥମ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଯୋଡ଼ ସ୍ଥାନର ଦ୍ୱିତୀୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ସେହି ଦୁଇ ଘୁଣ୍ଡିଘରା ଶ୍ରେଣୀରେ ପରସ୍ପର ସମ୍ମୁଖୀନ ରହିବ।

Viz kapitola kopírovat




ଯାତ୍ରା ପୁସ୍ତକ 26:5

Následuj nás:

Reklamy


Reklamy