ଯାତ୍ରା ପୁସ୍ତକ 26:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ। Viz kapitolaଓଡିଆ ବାଇବେଲ7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ7 “ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡ଼ାଇ ରହିବ। ତମ୍ବୁଟି କରିବା ପାଇଁ ଛେଳିର ଚମଡ଼ାରେ ନିର୍ମିତ ହୋଇଥିବା ଏଗାରଟି ପରଦା ବ୍ୟବହାର କର। Viz kapitola |