ଯାତ୍ରା ପୁସ୍ତକ 27:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ପ୍ରାଙ୍ଗଣର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରୀ ଚୁଙ୍ଗୀ ହେବ। Viz kapitolaଓଡିଆ ବାଇବେଲ16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମ ବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ। Viz kapitolaପବିତ୍ର ବାଇବଲ16 “ପ୍ରାଙ୍ଗଣର ପ୍ରବେଶ ପଥ ନିମନ୍ତେ ପରଦାଟି କୋଡ଼ିଏ ହାତ ଲମ୍ବ ହେବା ଉଚିତ୍। ସେହି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତାରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତାରେ ଶିଳ୍ପକର୍ମ ହୋଇଥିବ। ଏବଂ ଏହାର ଗ୍ଭରୋଟି ସ୍ତମ୍ଭ ଓ ଗ୍ଭରୋଟି ଆଧାର ହେବା ଉଚିତ୍। Viz kapitola |