ଯାତ୍ରା ପୁସ୍ତକ 27:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ। Viz kapitolaଓଡିଆ ବାଇବେଲ20 ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ ସନ୍ତାନଗଣଙ୍କୁ ଆଜ୍ଞା ଦେବ। Viz kapitolaପବିତ୍ର ବାଇବଲ20 “ବର୍ତ୍ତମାନ ଇସ୍ରାଏଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପେଷା ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ। Viz kapitola |